• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Gemini

ମିଥୁନ

Monday 04 Sep 2023

ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।     
ଆଦ୍ରା- ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚପଦ ମର୍ଯାଦା ଲାଭ କରିବେ । 
ପୁନର୍ବସୁ- ସମ୍ପତ୍ତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳାମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS