• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Cancer

କର୍କଟ

Monday 04 Sep 2023

ପୁନର୍ବସୁ- ବ୍ୟବସାୟୀମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ପୁଷ୍ୟା- କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍  ହେବେ । ଶତ୍ରୁମାନେ ମିତ୍ର ପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ 
ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ                                    

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS