• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Virgo

କନ୍ୟା

Monday 04 Sep 2023

ଉ- ଫାଲ୍‌ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।
ହସ୍ତା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀମାନେ ଭାବନା  ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକପ୍ରିୟତା ଦେଖା ଦେବ ।
ଚିତ୍ରା- ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ  ହେବ । କ୍ୟାରିୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ 

ପ୍ରତିକାର -   ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS