• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Libra

ତୁଳା

Monday 04 Sep 2023

ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ । 
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି
ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥୀମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS