• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Scorpio

ବିଛା

Monday 04 Sep 2023

ବିଶାଖା- ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ 
ଅନୁରାଧା- ଛାତ୍ରଛାତ୍ରୀମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ 
ଜ୍ୟୋଷ୍ଠା- ଅନେକ ଗୁଡିଏ କାମ ଅଟକି ରହିଥିବାରୁ  ଅନ୍ୟମନସ୍କ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ 

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS