• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Taurus

ବୃଷ

Wednesday 04 Sep 2024

କୃତିକା- ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ ।

ରୋହିଣୀ- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।

ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :