• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Wednesday 04 Sep 2024

ଧନିଷ୍ଠା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ଶତଭିଷା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ପୂ, ଭାଦ୍ରପଦ- ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :