• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Pisces

ମୀନ

Wednesday 04 Sep 2024

ପୂ, ଭାଦ୍ରପଦ- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର‌୍ୟ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି

ଉ, ଭାଦ୍ରପଦ- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ

ରେବତୀ- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର‌୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :