• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Wednesday 04 Sep 2024

ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ

ଆଦ୍ରା- ଅଫିସରେ କରିଥିବା କାମର ପର୍କ ମଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ

ପୁନର୍ବସୁ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :