• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Cancer

କର୍କଟ

Wednesday 04 Sep 2024

ପୁନର୍ବସୁ- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।

ପୁଷ୍ୟା- କାର‌୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍

ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :