• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Leo

ସିଂହ

Wednesday 04 Sep 2024

ମଘା- ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ

ପୂ- ଫାଲ୍‌ଗୁନୀ- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ଉ- ଫାଲ୍‌ଗୁନୀ- ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :