• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Wednesday 04 Sep 2024

ଉ- ଫାଲ୍‌ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।

ହସ୍ତା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ଚିତ୍ରା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :