• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Aries

ମେଷ

Wednesday 05 Apr 2023

ଅଶ୍ୱନୀ- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ

ଦ୍ୱିଜା- ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ରାଜନୀତିରେ ମନକାମନା ପୂରଣ ହେବ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ

କୃତିକା- ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ । କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି । ମହିଳା ମାନଙ୍କର କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ

ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :