ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।
ଅଶ୍ୱନୀ- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ
ଦ୍ୱିଜା- ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ରାଜନୀତିରେ ମନକାମନା ପୂରଣ ହେବ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ
କୃତିକା- ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ । କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି । ମହିଳା ମାନଙ୍କର କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ
ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯