• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 05 Apr 2023

କୃତିକା- ପରିବାରରେ ସମସ୍ତଙ୍କୁ ସାହାର କରିବାରେ ସଫଳ ହେବେ । ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି

ରୋହିଣୀ- ବାଣିଜ୍ୟ ବ୍ୟବସାୟ, ଶେୟାର ବଜାର ଓ ପରିବହନରେ ଲାଭବାନ୍ ହେବେ । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ଛାତ୍ରିଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ ।

ମୃଗଶିରା- ମୂଲ୍ୟବାନ୍ ଜିନିଷ କେଉଁଠି ହଜି ଯିବାର ସମ୍ଭାବନା ରହିଛି । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :