• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Wednesday 05 Apr 2023

ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ ବଜାୟୀ ରଖିବେ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । କର୍ମଜୀବି ମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ ।

ଶତଭିଷା- ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ । ଛାତ୍ରଛାତ୍ରି ମାନେ ପଢାରେ ଶୃଙ୍ଖଳିତ ହେବେ ।

ପୂ, ଭାଦ୍ରପଦ- ବିଶ୍ୱାସି ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :