• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Pisces

ମୀନ

Wednesday 05 Apr 2023

ପୂ, ଭାଦ୍ରପଦ- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଉ, ଭାଦ୍ରପଦ- ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ରେବତୀ - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ବାରମ୍ବାର କାମରେ ପରିବର୍ତନ ମନରେ ଚିନ୍ତା ସୃଷ୍ଟି କରିବ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :