• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 05 Apr 2023

ପୁନର୍ବସୁ- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ ।

ପୁଷ୍ୟା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ଅଶ୍ଳେଷା- ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :