• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Leo

ସିଂହ

Wednesday 05 Apr 2023

ମଘା- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ପୂ- ଫାଲ୍‌ଗୁନୀ- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ । ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।

ଉ- ଫାଲ୍‌ଗୁନୀ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମାଙ୍କଡକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :