• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Libra

ତୁଳା

Wednesday 05 Apr 2023

ଚିତ୍ରା- ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ ।

ସ୍ୱାତୀ- ଅଫିସରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ

ବିଶାଖା- ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :