• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Sagittarius

ଧନୁ

Wednesday 05 Apr 2023

ମୂଳା- ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ଲାଗି ରହିବ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ।

ପୂ, ଷାଢା- ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ । ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ଉ, ଷାଢା- ମାଲିମକନ୍ଦମାରେ ଖର୍ଚ୍ଚ ହୋଇପାରେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ପୌତୃକ ସମ୍ପତ୍ତିକୁ ନେଇ କଳହ ଲାଗିପାରେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ

ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :