• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।

Capricorn

ମକର

Wednesday 05 Apr 2023

ଉ, ଷାଢା- ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବ୍ୟବସାୟୀ ମାନେ ବ୍ୟବସାୟରେ ନୂଆ ନୂଆ ଉପାୟ ପ୍ରୟୋଗ କରିବା ପାଇଁ ଚେଷ୍ଟା କରିବେ

ଶ୍ରବଣା- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ଧନିଷ୍ଠା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :