• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୫ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ପ୍ରାତଃ ୦୭.୧୧ ଗତେ କୁମ୍ଭ। ତିଥି- ଏକାଦଶୀ ଦିବା ୦୧.୨୮ ଗତେ ଦ୍ୱାଦଶୀ। ଘାତଚନ୍ଦ୍ର- ସିଂହ ରାଶିର, ପ୍ରାତଃ ୦୭.୧୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ଦିବା ୦୧.୨୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Taurus

ବୃଷ

Friday 05 Apr 2024

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।

ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :