• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୫ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ପ୍ରାତଃ ୦୭.୧୧ ଗତେ କୁମ୍ଭ। ତିଥି- ଏକାଦଶୀ ଦିବା ୦୧.୨୮ ଗତେ ଦ୍ୱାଦଶୀ। ଘାତଚନ୍ଦ୍ର- ସିଂହ ରାଶିର, ପ୍ରାତଃ ୦୭.୧୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ଦିବା ୦୧.୨୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Gemini

ମିଥୁନ

Friday 05 Apr 2024

ମୃଗଶିରା - କୌଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।

ଆଦ୍ରା - ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତ୍ତି ବୃଦ୍ଧି ହୋଇପାରେ ।

ପୁନର୍ବସୁ - ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :