• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Aries

ମେଷ

Saturday 05 Aug 2023

ଅଶ୍ୱନୀ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ଗୃହିଣୀମାନେ କର୍ତ୍ତବ୍ୟପରାୟଣ ରହିବେ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃତ୍ତିରେ ପ୍ରଗତି ହେବ । 

ଦ୍ୱିଜା- ଛାତ୍ରଛାତ୍ରୀମାନେ ପଢ଼ାରେ ଭଲ ସଫଳତା ଆଣିବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ ।

କୃତିକା - ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ