• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Pisces

ମୀନ

Saturday 05 Aug 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଉ, ଭାଦ୍ରପଦ- ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।  ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ରେବତୀ- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ । ରାଜନୀତିରେ କିଛି ଦାୟିତ୍ୱ ଗ୍ରହଣ କରିବେ । ମାଲିମକନ୍ଦମାରେ ସଫଳତା ପ୍ରାପ୍ତି ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ