• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Gemini

ମିଥୁନ

Saturday 05 Aug 2023

ମୃଗଶିରା- କାର୍ଯ୍ୟକ୍ଷେତ୍ରରେ ଆମଦାନୀ ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ ।

ଆଦ୍ରା - ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍‌ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୌଣସି କାମକୁ ମୂଳରୁ ଆରମ୍ଭ କରିବେ । ଜମିଜମା କାରବାରରେ ଠକାମୀରେ ପଡ଼ିବେ ।

ପୁନର୍ବସୁ - ଛାତ୍ରମାନେ ଏକାଗ୍ରତାର ସହ ପଢ଼ାରେ ମନ ଲଗାଇବେ । ପରିସ୍ଥିତିରେ ପଡ଼ି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ