• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Libra

ତୁଳା

Saturday 05 Aug 2023

ଚିତ୍ରା- ଗାଡ଼ି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ ।

ସ୍ୱାତୀ- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ ।

ବିଶାଖା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସ୍ଥିତି ବିପର୍ଯ୍ୟସ୍ତ ହୋଇପାରେ ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର - କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ