• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Scorpio

ବିଛା

Saturday 05 Aug 2023

ବିଶାଖା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।

ଅନୁରାଧା- ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ ।

ଜ୍ୟୋଷ୍ଠା- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ