• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Sagittarius

ଧନୁ

Saturday 05 Aug 2023

ମୂଳା-  ଚାକିରୀରେ  ପାଇଁ ନୂଆ ଖବର  ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୌଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର‌୍ୟ୍ୟ ପ୍ରତି ଶ୍ରଦ୍ଧା ବଢିବ ।

ପୂ, ଷାଢା- ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃତ୍ତିରେ ପ୍ରଗତି  ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । 

ଉ, ଷାଢ଼ା- କୌଣସି ବଡ଼ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ