• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2023: ଏହି ରାଶିର ବ୍ୟକ୍ତି ସାବଧାନ, ଆସିପାରେ ବଡ଼ ସମସ୍ୟା !

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୧୧.୧୮ ଗତେ ମୀନ । ତିଥି - ୪ର୍ଥୀ ଦିବା ୦୯.୪୦ ଗତେ ୫ମୀ, ଘାତ ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ବାର – ବୃଷ ସିଂହ ଓ କନ୍ୟା ।

Capricorn

ମକର

Saturday 05 Aug 2023

ଉ, ଷାଢା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ  ଅର୍ଜନ କରିବେ । ଆତ୍ମତୃପ୍ତି ଲାଭ କରିବେ । କର୍ମକ୍ଷେତ୍ରରେ ସାହାସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଂଶସିତ ହେବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ ।

ଶ୍ରାବଣା- ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ ।

ଧନିଷ୍ଠା- ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ