• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Taurus

ବୃଷ

Monday 05 Aug 2024

କୃତିକା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ ।  ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ  ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ ।

ରୋହିଣୀ- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।

ମୃଗଶିରା- ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  

ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ ।
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS