• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Pisces

ମୀନ

Monday 05 Aug 2024

ପୂ,ଭାଦ୍ରପଦ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ ।

ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।

ରେବତୀ- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS