• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Gemini

ମିଥୁନ

Monday 05 Aug 2024

ମୃଗଶିରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ ।  ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ ।  ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ  ।

ଆଦ୍ରା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୁନର୍ବସୁ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS