• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Cancer

କର୍କଟ

Monday 05 Aug 2024

ପୁନର୍ବସୁ- ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।

ପୁଷ୍ୟା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ ।  ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।

ଅଶ୍ଲେଷା- ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ଆଧ୍ୟାତ୍ମିକ ଚେତନା ପ୍ରତି ମନ ବଳାଇବେ ।    
                                                                    
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS