• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Virgo

କନ୍ୟା

Monday 05 Aug 2024

ଉ,ଫଳଗୁନି- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ ।

ହସ୍ତା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ଚିତ୍ରା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS