• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Scorpio

ବିଛା

Monday 05 Aug 2024

ବିଶାଖା- ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ ।

ଅନୁରାଧା- ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ ।

ଜ୍ୟେଷ୍ଠା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS