• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Sagittarius

ଧନୁ

Monday 05 Aug 2024

ମୂଳା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।

ଉ,ଷାଢା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
 
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS