• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Capricorn

ମକର

Monday 05 Aug 2024

ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।  ଆପଣ ଏକ ନୂତନ କାର‌୍ୟ୍ୟ ଆରମ୍ଭ କରିବେ ।  ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି ।

ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ ।
 
ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS