• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Monday 05 Dec 2022

କୃତିକା - ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ରୋହିଣୀ – ସାଂସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ।

ମୃଗଶିରା – ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ମାଲି ମକନ୍ଦମାରେ ବିଜୟୀ ଲାଭ କରିବେ।

ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :