• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Monday 05 Dec 2022

ମୃଗଶିରା - କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ।

ଆଦ୍ରା - ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

ପୁନର୍ବସୁ - ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :