• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Monday 05 Dec 2022

ପୁନର୍ବସୁ - ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ।

ପୁଷ୍ୟା – ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ବାଣିଜ୍ୟରେ ସଫଳତା ଲାଭ କରିବେ । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ।

ଅଶ୍ଳେଷା - ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହୀ ହେବେ । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ।

ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :