• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Monday 05 Dec 2022

ମଘା – ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ।

ପୂ , ଫାଲଗୁନୀ - କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିପାରନ୍ତି । ରାଜନୀତିରେ ବିରେଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି।

ଉ ,ଫାଲଗୁନୀ – କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଭୂମି ଲାଭର ସୂଚନା ମିଳିବ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :