• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Monday 05 Dec 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ।

ହସ୍ତା – କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ।

ଚିତ୍ରା – ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :