• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Monday 05 Dec 2022

ମୂଳା – ବାପାଙ୍କ ସାହାର୍ଯ୍ୟରେ ଆପଣଙ୍କର ସବୁକାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ।

ପୂ , ଷାଢା – ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ।

ଉ, ଷାଢା – ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :