ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ଉ , ଷାଢା - ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଶ୍ରବଣା – ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ ।
ଧନିଷ୍ଠା – ନେତ୍ରା ଜନିତ ସମସ୍ୟା ଅନୁଭବ କରିପାରନ୍ତି । ରାଜନିତି ବିରୋଧୀ ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮