ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର – ମୀନ ଅହୋରାତ୍ର, ତିଥି- ୧୩ଶୀ ଅହୋରାତ୍ର, ଘାତ ଚନ୍ଦ୍ର- ମେଷ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ଅଶ୍ୱନୀ – ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ ।
ଦ୍ୱିଜା – ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର୍ଯ୍ୟ ସହଯୋଗ ମିଳିବ।
କୃତିକା – ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ଷଡ଼ଯନ୍ତ୍ରର ଶିକାର ହୋଇ ପାରନ୍ତି ।
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯