Daily Horoscope 5th December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂରଯାତ୍ରାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1733366283-589879.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
