• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Feb 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ସମସ୍ୟା ଦୂରହେବ..

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୦ମୀ ସନ୍ଧ୍ୟା ୦୫.୨୫ଗତେ ୧୧ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 05 Feb 2024

ଉ,ଷାଢା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ଶ୍ରବଣା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।  ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :