• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ

ସୌର ମକର ମାସ ମାଘ  ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ, ରବିବାର ଚନ୍ଦ୍ର – କର୍କଟ ଅହୋରାତ୍ର ତିଥି – ପୂର୍ଣ୍ଣିମା ରାତ୍ରି ୧୧.୫୮ ଗତେ ପ୍ରତିପଦ ଘାତ ଚନ୍ଦ୍ର – ନାସ୍ତି ଘାତ ବାର- ମେଷ  ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ... 

Taurus

ବୃଷ

Sunday 05 Feb 2023

କୃତିକା- ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ଅଧିକ ପରିଶ୍ରମ କରିଲେ ଜରୁରୀ କାମ ପୁରା ହୋଇଯିବ । ଦୁର୍ବଳ ଇଚ୍ଛା ଶକ୍ତି ହେତୁ ଆପଣଙ୍କର ମାନସିକ ଅଶାନ୍ତି ଘଟିପାରେ ।
ରୋହିଣୀ-  ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ସକାରାତ୍ମକ ଭାବନାର ସହାୟତା ନିଅନ୍ତୁ । ଡାକ୍ତରଙ୍କର ଖ୍ୟାତି ସୁଦୂରପ୍ରସାରୀ ହେବ। ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି ।    
ମୃଗଶିରା- ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । କୌଣସି କଥାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ । ବ୍ୟର୍ଥ କଥାଠୁ ନିଜକୁ ଦୂରରେ ରଖନ୍ତୁ । ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :